• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Virgo

କନ୍ୟା

Saturday 11 May 2024

ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍ିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ହସ୍ତା – ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ଚିତ୍ରା – କଚେରି ମାମଲା କାରଣରୁ ଉଦବେଗ ବୃଦ୍ଧି ପାଇବ । ମହିଳାମାନେ ସମସ୍ୟାରେ ରହିବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :