• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Libra

ତୁଳା

Saturday 11 May 2024

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ସ୍ୱାତୀ- ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ବିଶାଖା- ସମାଜ କଲ୍ୟାଣ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :