• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Scorpio

ବିଛା

Saturday 11 May 2024

ବିଶାଖା – ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସାମାଜିକସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ ।

ଜ୍ୟେଷ୍ଠା – କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶାବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :