• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Sagittarius

ଧନୁ

Saturday 11 May 2024

ମୂଳା- ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ ।

ପୂ, ଷାଢା- ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ ।

ଉ, ଷାଢା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତ୍ତି ଭାଗ ହୋଇପାରେ । ନାରୀମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :