• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Friday 11 Nov 2022

ଅଶ୍ୱନୀ – ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ

ଦ୍ୱିଜା – ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ

କୃତିକା – ମାଲିମକନ୍ଦମାରେ ବିଜୟୀ ଲାଭ କରିବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :