• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Friday 11 Nov 2022

ଧନିଷ୍ଠା – ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ । ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ

ଶତଭିଷା – ରାଜନୀତିରେ ମନକାମନା ପୂରଣ ହେବ । କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ

ପୂ , ଭାଦ୍ରପଦ – ଧନହାନି ଘଟିପାରେ । ମହିଳା ମାନେ ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :