• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Friday 11 Nov 2022

ପୂ , ଭାଦ୍ରପଦ - ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ

ଉ , ଭଦ୍ରପଦ - ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ

ରେବତୀ – ମାଲିମକନ୍ଦମାରେ ଫସି ଯାଇ ପାରନ୍ତି । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ୍ ଏହି ମନ୍ତ୍ରକୁ ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :