• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 11 Nov 2022

ମଘା – ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ପୂ , ଫାଲଗୁନୀ - ସାସୃତିକ ପରିବେଶରେ ଯୋଗ ଦାନ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ଉ ,ଫାଲଗୁନୀ – ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ ।

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :