• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Friday 11 Nov 2022

ଉ , ଫାଲଗୁନୀ – ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଚାକିରୀ କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ

ହସ୍ତା – କାରବାରରେ ପୁଞି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ

ଚିତ୍ରା – ଭୂ-ସମ୍ପତି କିଣିବା ଯୋଗ ରହିଛି । ମହିଳା ମାନେ କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ

 ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :