• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Friday 11 Nov 2022

ଚିତ୍ରା – ବଦ୍‌ହଜମୀ ଜନିତ ସମସ୍ୟା ଭୋଗିବେ । କଠିନ କର୍ମ ସଂମ୍ପନ କରି ପ୍ରଂଶସା ଅର୍ଜନ କରିବେ । ଜଣେ ବନ୍ଧୁ ଆଜି ଆପଣଙ୍କ ସକାଶେ ହିତକର ହେବ

ସ୍ୱାତୀ – ଶିକ୍ଷାକ୍ଷେତ୍ରରେ ଭଲ ପରିମାଣ ପାଇବେ । ପ୍ରଶାସନିକ ଦାୟିତ୍ୱରେ ଅବହେଳା ରହିବ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ

ବିଶାଖା – କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ମହିଳା ମାନେ ଅଧିକ ମନ୍ତବ୍ୟ ଦିଅନ୍ତୁ ନାହିଁ

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :