• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Capricorn

ମକର

Friday 11 Nov 2022

ଉ , ଷାଢା - ପ୍ରେମରେ ସଫଳତା ଅନୁଭବ କରିବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ

ଶ୍ରବଣା – ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଜନ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ଧନିଷ୍ଠା – ଜମିକୁ ନେଇ ଲାଗି ରହିଥିବା ବିବାଦର ସମାଧାନ ହେବ । ମହିଳା ମାନେ ଆତ୍ମ ନିର୍ଭର ଶୀଳ ହେବେ

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :