Advertisment

Daily Horoscope 11th November 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

author-image
Pallipuspa Samal
Daily Horoscope 11th November 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୨.୨୦ ଗତେ ମୀନ,ତିଥି- ୧୦ମୀ ସନ୍ଧ୍ୟା ୦୬.୪୬ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୦୨.୨୦ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୦୯.୩୯ ଗତେ ୧-ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।