ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୨.୨୦ ଗତେ ମୀନ,ତିଥି- ୧୦ମୀ ସନ୍ଧ୍ୟା ୦୬.୪୬ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୦୨.୨୦ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୦୯.୩୯ ଗତେ ୧-ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଉ,ଫଳଗୁନି- କୌଣସି ନିଷ୍ପତି ନେବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଭାଇଙ୍କ ସହଯୋଗ ପାଇ ବ୍ୟବସାୟ ଆଗକୁ ବଢିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ ।
ହସ୍ତା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ
ଚିତ୍ରା- ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫