• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Taurus

ବୃଷ

Tuesday 11 Oct 2022

କୃତିକା - ମନରେ ଭକ୍ତି ଭାବନା ଜାଗ୍ରତ ରହିବ । ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦ ଦିନ କଟାଇବେ । ଅନ୍ଧ ଭାବରେ କାର୍ଯ୍ୟ କରିବା ଯୋଗୁ ଅପମାନିତ ହେବେ ।

ରୋହିଣୀ – ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ରାଜନୀତିରେ ପ୍ରତିହତ କରି ନିଜକୁ ସୁରକ୍ଷିତ ରଖିପାରିବେ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ

ମୃଗଶିରା – କୋର୍ଟରେ ରାୟ ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ସୁଖଭାଗିନୀ ଓ ପିଲାମାନେ ଉଦେଯାଗି ହେବେ

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :