• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Pisces

ମୀନ

Tuesday 11 Oct 2022

ପୂ , ଭାଦ୍ରପଦ - ଗୁରୁଜନ ମାନଙ୍କର ସାସ୍ଥ୍ୟକୁ ନେଇ ଚିନ୍ତାଜକନ ପରିସ୍ଥିତି ସୃଷ୍ଟି ହୋଇପାରେ । ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଭଲ ବୁଝାମଣା ରହିବ । କର୍ମ କରିବା ଶୈଳିରେ ପରିବୃର୍ତ୍ତନ ଆଣିବେ ।

ଉ , ଭଦ୍ରପଦ - ବହୁ ସମସ୍ୟା ସତ୍ୱେ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି ।

ରେବତୀ – ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳାଙ୍କର ଭାଗ୍ୟ ଉଜ୍ଜଳ ହେବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :