• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Gemini

ମିଥୁନ

Tuesday 11 Oct 2022

ମୃଗଶିରା - ମାନସିକ ଦ୍ୱନ୍ଦ ଦୂରିଭୂତ ହେବ । ପ୍ରେମ ସଂପର୍କରେ ଯେତେ ଚେଷ୍ଟା କରିଲେ ମଧ୍ୟ ବିଶ୍ୱାସି ହୋଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ

ଆଦ୍ରା - ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ରାଜନୀତିରେ ନୂଆ ପଦବୀ ମିଳିପାରେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି

ପୁନର୍ବସୁ – ଜମିଜମା ମାମଲାରେ ଠକାମିର ଶିକାର ହୋଇପାରନ୍ତି । ଯାତ୍ରା ସମୟରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :