• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Leo

ସିଂହ

Tuesday 11 Oct 2022

ମଘା – ଶାରିରୀକ ପରିଶ୍ରମ ଅଧିକ କରି ପାରନ୍ତି । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ

ପୂ , ଫାଲଗୁନୀ - ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ

ଉ ,ଫାଲଗୁନୀ – କୈାଣସି ଅପରାଧରେ ଜେଲ୍ ଯାଇ ପାରନ୍ତି । ମହିଳା ମାନେ କଳହ ପ୍ରିୟ ହେବେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :