• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Sagittarius

ଧନୁ

Tuesday 11 Oct 2022

ମୂଳା – ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ନୂତନ ବଧୁ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିପାରନ୍ତି । କର୍ମ କ୍ଷେତ୍ରରେ ଅନ୍ୟ ମାନଙ୍କ କଥାକୁ ସହଜ ଓ ସରଳରେ ଗ୍ରହଣ କରିପାରିବେ ନାହିଁ ।

ପୂ , ଷାଢା – ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ର, ଛାତ୍ରୀ ମାନେ ପଢା ପଢିରେ ମନ ନିବେଶ କରିବେ ।

ଉ , ଷାଢା – କୂଟନୀତି ପ୍ରୟୋଗ କରି ଆପଣଙ୍କ ଜମିକୁ କେହି ହାସଲ କରିପାରନ୍ତି । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରି ପାରିବେ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :