• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ନୂଆ ପଦବୀ ମିଳିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪

Capricorn

ମକର

Tuesday 11 Oct 2022

ଉ , ଷାଢା - ପରିବାରରେ ସନ୍ତାନଙ୍କର ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବୃଦ୍ଧି କରିପାରେ । କଟୁକଥା କହିବା ଦ୍ୱାରା ବନ୍ଧୁଙ୍କ ସହିତ ସୁଂସପର୍କ ବ୍ୟାହାତ ହୋଇପାରେ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ ।

ଶ୍ରବଣା – ବ୍ୟବସାୟରେ ଧନଲାଭର ସୁଯୋଗ ରହିଛି । ରୋଜଗାର ବୃଦ୍ଧି ଅନ୍ୟର ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ ।

ଧନିଷ୍ଠା – ବହୁ ଦିନରୁ ଲାଗିରହିଥିବା ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । ମହିଳା ମାନେ ଆଧ୍ୟାତ୍ମିକ ଚିନ୍ତାଧାରାରେ ନିଜକୁ ନିୟୋଜିତ କରିବେ 

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :