• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Aries

ମେଷ

Wednesday 11 Oct 2023

ଅଶ୍ୱନୀ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟକ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।        
ଦ୍ୱିଜା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।    
କୃତିକା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳା ସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।    

ପ୍ରତିକାର -  ମା ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :