• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Taurus

ବୃଷ

Wednesday 11 Oct 2023

କୃତିକା- ଆର୍ଥିକ  କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ ।  
ରୋହିଣୀ- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ମୃଗଶିରା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣିଣୀ ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । 

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :