• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Aquarius

କୁମ୍ଭ

Wednesday 11 Oct 2023

ଧନିଷ୍ଠା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ଶତଭିଷା- ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୂ,  ଭାଦ୍ରପଦ- ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି 

ପ୍ରତିକାର– ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :