• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Pisces

ମୀନ

Wednesday 11 Oct 2023

ପୂ, ଭାଦ୍ରପଦ- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।
ଉ, ଭାଦ୍ରପଦ- ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ ।
ରେବତୀ- ନୂଆ ଘର ତିଆରି କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ ।

ପ୍ରତିକାର -  ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :