• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Cancer

କର୍କଟ

Wednesday 11 Oct 2023

ପୁନର୍ବସୁ- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ପୁଷ୍ୟା- ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଅଶ୍ଳେଷା- ସାମାଜିକ ଗଣମାଧ୍ୟମରେ ସହଯୋଗ ଦେବେ ।  ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :