• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Leo

ସିଂହ

Wednesday 11 Oct 2023

ମଘା- ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ ।
ପୂ- ଫାଲ୍‌ଗୁନୀ- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ ।
ଉ- ଫାଲ୍‌ଗୁନୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ମହିଳାମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :