• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Libra

ତୁଳା

Wednesday 11 Oct 2023

ଚିତ୍ରା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଅପ୍ରତ୍ୟାଶିତ ଖର୍ଚ୍ଚ ଏବଂ ଶାରୀରିକ ସମସ୍ୟାକୁ ବଢ଼ାଇପାରେ। 
ସ୍ୱାତୀ- ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ ।  
ବିଶାଖା- କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ଗୃହସୀମା ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :