• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Scorpio

ବିଛା

Wednesday 11 Oct 2023

ବିଶାଖା- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ । ପାଦରେ ଆଘାତ, ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ ।
ଅନୁରାଧା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ ।
ଜ୍ୟୋଷ୍ଠା- ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ ।

ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :