• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Sagittarius

ଧନୁ

Wednesday 11 Oct 2023

ମୂଳା- ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।    
ପୂ, ଷାଢା- ପିଲାମାନଙ୍କ ପାଇଁ ଏକାଡେମିକ୍ ପ୍ରଦର୍ଶନ ପାଇଁ ମଧ୍ୟ ଭଲ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି ।
ଉ,  ଷାଢା- ସମ୍ପତ୍ତି ଲାଭ ହୋଇପାରେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ 

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :