• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2023: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ 

Capricorn

ମକର

Wednesday 11 Oct 2023

ଉ, ଷାଢା- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନୀ ବଢାଇବାର ନୂଆ  ଯୋଜନା ମୁଣ୍ଡକୁ ଆସିପାରେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ
ଶ୍ରବଣା- ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ ।
ଧନିଷ୍ଠା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :