• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Aries

ମେଷ

Friday 11 Oct 2024

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ ।

ଦ୍ୱିଜା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।ଅର୍ଥ ସାହାଯ୍ୟ ସମ୍ବନ୍ଧରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ ।

କୃତିକା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି

ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :