• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Friday 11 Oct 2024

ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।

ଶତଭିଷା- ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ

ପୂ,ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :