• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Pisces

ମୀନ

Friday 11 Oct 2024

ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :