• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Leo

ସିଂହ

Friday 11 Oct 2024

ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି ।

ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।

ଉ,ଫାଲଗୁନି- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :