• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Libra

ତୁଳା

Friday 11 Oct 2024

ଚିତ୍ରା- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।

ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି

ବିଶାଖା- ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଆଇନର ଆଶ୍ରୟ ନେଇ ପାରନ୍ତି । କଚେରୀ ମାମଲାରେ ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :