• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Scorpio

ବିଛା

Friday 11 Oct 2024

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।

ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ

ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ 

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :