• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th October 2024: ଆଜି ଏହି ରାଶିର ବ୍ୟକ୍ତି ଆର୍ଥିକ କ୍ଷେତ୍ରରେ ଲଭବାନ୍ ହୋଇପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଦିବା ୧୧.୩୯ ଗତେ ମକର,ତିଥି- ୮ମୀ ଦିବା ୧୨.୦୭ ଗତେ ୯ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ଦିବା ୧୧.୩୯ ଗତେ ସିଂହ ରାଶିର ଘାତବାର- ବିଛା , ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୨୫ ପର୍ଯ୍ୟନ୍ତ ।

Sagittarius

ଧନୁ

Friday 11 Oct 2024

ମୂଳା- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।

ପୂ,ଷାଢା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ଉ,ଷାଢା- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :