• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2022: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟରେ ନୂଆ ପ୍ରସ୍ତାବ ଆସିପାରେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ତିଥି – ପ୍ରତିପଦ ଦିବା ୦୧/୧୫ ଗତେ ୨ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୮/୦୨ ଗତେ ୧ପାଦ-କୃଷିହାନି-ଭୂମିଦାନ ଦିବା ୦୧/୧୫ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Sunday 11 Sep 2022

ମୃଗଶିରା - କଷ୍ଟ କାମକୁ ସହଜରେ କରି ପାରିବେ

ଆଦ୍ରା - ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ

ପୁନର୍ବସୁ - ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ

ପ୍ରତିକାର –ପ୍ରଭୁ ନାରାୟଣଙ୍କୁ ତୁଳସୀ ପତ୍ର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :