• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2022: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟରେ ନୂଆ ପ୍ରସ୍ତାବ ଆସିପାରେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ତିଥି – ପ୍ରତିପଦ ଦିବା ୦୧/୧୫ ଗତେ ୨ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୮/୦୨ ଗତେ ୧ପାଦ-କୃଷିହାନି-ଭୂମିଦାନ ଦିବା ୦୧/୧୫ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Sunday 11 Sep 2022

ଉ , ଫାଲଗୁନୀ – ଚାକିରିଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ

ହସ୍ତା – ବିବାହାଦି ମାଙ୍ଗଲ୍ୟକର୍ମ ସମ୍ପାଦନା ହୋଇପାରେ

ଚିତ୍ରା – ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ପ୍ରତିକାର - ଅରଖ ଗଛର ୫ଟି ପତ୍ରକୁ କ୍ଷୀରରେ ଧୋଇ ଘରର ପଶ୍ଚିମ ଦିଗରେ ପୋତି ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :