• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Aries

ମେଷ

Wednesday 11 Sep 2024

ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।

ଦ୍ୱିଜା- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ ।

କୃତିକା-ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ, ମନରେ ସକାରତ୍ମକ ଶକ୍ତି ସଂଚାର ହେବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :