• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Wednesday 11 Sep 2024

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି

ମୃଗଶିରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :