ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି
ଧନିଷ୍ଠା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ
ଶତଭିଷା- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ପୂ, ଭାଦ୍ରପଦ- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଅନ୍ୟ ମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮