• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Wednesday 11 Sep 2024

ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।

ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।

ରେବତୀ- ସୁନା ଅଳଙ୍କାର କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :