• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Wednesday 11 Sep 2024

ମୃଗଶିରା- ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ

ଆଦ୍ରା- ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ

ପୁନର୍ବସୁ- ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :