• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Wednesday 11 Sep 2024

ପୁନର୍ବସୁ- ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ

ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ

ଅଶ୍ଲେଷା- ଆୟିନୀର ଦ୍ୱାରସ୍ଥ ହେବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :