• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Wednesday 11 Sep 2024

ମଘା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ

ପୂ- ଫାଲ୍‌ଗୁନୀ- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ

ଉ- ଫାଲ୍‌ଗୁନୀ- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :