• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Wednesday 11 Sep 2024

ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ହସ୍ତା- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।ବିଦ୍ୟାଧ୍ୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ ।

ଚିତ୍ରା- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।କଚେରି ମାମଲାର ଶୁଣାଣି ଆପଣଙ୍କ ସପକ୍ଷରେ ଯାଇପାରେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :