• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Wednesday 11 Sep 2024

ଚିତ୍ରା- କାର‌୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ ।

ସ୍ୱାତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ବିଶାଖା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :