• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Wednesday 11 Sep 2024

ବିଶାଖା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ଅନୁରାଧା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।

ଜ୍ୟେଷ୍ଠା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :