• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Wednesday 11 Sep 2024

ମୂଳା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ ।

ପୂ, ଷାଢା- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ

ଉ, ଷାଢା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :