• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର,ଚନ୍ଦ୍ର- ବିଛା ରାତ୍ରି ୦୯.୨୦ ଗତେ ଧନୁ ,ତିଥି- ୮ମୀ ରାତ୍ରି ୧୧.୪୬ ଗତେ ୯ମୀ,ଘାତଚନ୍ଦ୍ର- ରାତ୍ରି ୦୯.୨୦ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Wednesday 11 Sep 2024

ଉ,ଷାଢା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ

ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ

ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :